୭ ଜିଲ୍ଲାରେ ପ୍ରବଳ ବର୍ଷିବ, ଜାଣନ୍ତୁ କେଉଁ ଜିଲ୍ଲା

ଭୁବନେଶ୍ୱର: ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ  ଜାରି କରିଛି । ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ସୁନ୍ଦରଗଡ, କେନ୍ଦୁଝର, ଦେବଗଡ, ଯାଜପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିଭଳି ଘଡଘଡି ଓ ବଜ୍ରପାତ ନେଇ ୧୭ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ଗଂଜାମ, ଗଜପତି, ଝାରସୁଗୁଡା, ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ମୟୁରଭଂଜ, ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲାକୁ ବଜ୍ରପାତ ନେଇ ସତର୍କ ସୂଚନା ଜାରି କରାଯାଇଛି ।

Share

Leave a Reply

Your email address will not be published. Required fields are marked *

3 × 2 =