ବିମାନବନ୍ଦରରେ ହାଇ ଆଲର୍ଟ

ଭୁବନେଶ୍ୱର() ସମ୍ବିଧାନର ଧାରା ୩୭୦ ଉଚ୍ଛେଦ ପରେ ସମସ୍ତ ବିମାନବନ୍ଦର ସୁରକ୍ଷା ବଢାଇ ଦିଆଯାଇଛି । ସୁରକ୍ଷା ଦୃଷ୍ଟିକୁ ଆଖି ଆଗରେ ରଖି ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି । ବିଜୁ ପଟ୍ଟନାୟକ ବିମାନବନ୍ଦରରେ ଦୁଇଗୁଣା ଅଧିକ ବନ୍ଧୁକଧାରୀ ଯବାନଙ୍କୁ ମୁତୟନ କରାଯାଇଛି। ଏବଂ ବିମାନବନ୍ଦରରେ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଅର୍ (ଏସ୍ଓପି) ଲାଗୁ ହୋଇଛି।

ପ୍ରବେଶ ପଥରେ ୪ଜଣ ବନ୍ଧୁକଧାରୀ ଯବାନ ମୁତୟନ ହୋଇଥିବା ବେଳେ ଟର୍ମିନାଲ ଭିତରେ ଓ ବାହାରେ ତ୍ରିସ୍ତରୀୟ ଯାଞ୍ଚ ବ୍ୟବସ୍ଥା ହେଉଛି। ଆମର ଡୋମେଷ୍ଟିକ ଟର୍ମିନାଲରେ ୬୭ଟି ସିସିଟିଭି ଲାଗିଛି। ଟର୍ମିନାଲ-୨ରେ ୪୪ଟି ସିସିଟିଭି ଲାଗିଛି।

Share

Leave a Reply

Your email address will not be published. Required fields are marked *

nine + eighteen =