ହେମନ୍ତ ଶର୍ମା ଲୋକାୟୁକ୍ତରେ ହାଜର

ଭୁବନେଶ୍ବର()   ଲୋକାୟୁକ୍ତ ପାଖରେ ହାଜର ହେଲେ ହେମନ୍ତ ଶର୍ମା ଓ ଯାମିନୀ ଷଡ଼ଙ୍ଗୀ ।  ତକ୍ରାଳନୀ କ୍ରୟ କମିଟି ମୁଖ୍ୟ ତଥା ବରିଷ୍ଠ ଆଇଏଏସ  ଅଧିକାରୀ ହେମନ୍ତ ଶର୍ମା ଓ ରାଜ୍ୟ ଔଷଧ ନିଗମ  ଅଧ୍ୟକ୍ଷ ଯାମିନୀର ଷଡ଼ଙ୍ଗୀ ଲୋକାୟୁକ୍ତଙ୍କ ପାଖରେ ହାଜର ହୋଇଛନ୍ତି ।  ମାସ୍କ ଓ ପିପିଇ କିଣା ଦୁର୍ନୀତି ଅଭିଯୋଗର ପକ୍ଷ ରଖିବାକୁ ଉଭୟ ହାଜର ହୋଇଛନ୍ତି ।  ରାଜ୍ୟ କଂଗ୍ରେସ ଓ ଓଡ଼ିଶା ବିକାଶ ପରିଷଦ ପକ୍ଷରୁ  ମାସ୍କ ଓ ପିପିଇ କିଣାରେ ଦୁର୍ନୀତି  ସମ୍ପର୍କରେ ଅଭିଯୋଗ  ହୋଇଥିଲା ।

Share

Leave a Reply

Your email address will not be published. Required fields are marked *

2 + 20 =