୧୪ ଜିଲ୍ଲା ସତର୍କ ରୁହ

ଭୁବନେଶ୍ବର()  ୧୪ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ଜିଲ୍ଲାଗୁଡିକରେ ପ୍ରବଳ ବର୍ଷା ସହ ଘଡଘଡି ସମ୍ଭାବନା ରହିଛି । ତାସହ ଘରୁ ନବାହାରିବା ପାଇଁ ପରାମଶ୍ର ଦେଇଛି ପାଣିପାଗ ବିଭାଗ ।

ଏହି ଜିଲ୍ଲାଗୁଡିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢ଼େଙ୍କାନାଳ, କେନ୍ଦ୍ରାପଡ଼ା, କୋରାପୁଟ,  କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ ।

Share

Leave a Reply

Your email address will not be published. Required fields are marked *

thirteen + 3 =