୨୪ ଘଣ୍ଟା ପ୍ରବଳ ବର୍ଷିବ

ଭୁବନେଶ୍ୱର ()  ଦକ୍ଷିଣ ପୂର୍ବ ଉତ୍ତରପ୍ରଦେଶ ଓ ଆଖପାଖ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଓଡ଼ିଶା ଉପରେ ଏକ ଟ୍ରଫ୍ ଲାଇନ୍ ରହିଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ସାରା ରାଜ୍ୟରେ ବର୍ଷା ଲାଗି ରହିଛି । ଏଥିପାଇଁ ୧୦ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ଜିଲ୍ଲା ଗୁଡିକ ହେଲା ମୟୁରଭଞ୍ଜ, କେନ୍ଦୁଝର, କଟକ, ମାଲକାନାଗିରି, କେ।ରାପୁଟ, ନବରଙ୍ଗପୁର ନୂଆପଡା, ବଲାଙ୍ଗିର ଓ କଳାହାଣ୍ଡି । ଗୁରୁବାର ଦକ୍ଷିଣ ଓଡ଼ିଶାର ଆଭ୍ୟନ୍ତରୀଣ ଜିଲ୍ଲାଗୁଡିକରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

Share

Leave a Reply

Your email address will not be published. Required fields are marked *

ten + seven =