ନଭେମ୍ବର ଶେଷ ସୁଦ୍ଧା ବିଜ୍ଞପ୍ତି ପ୍ରକାଶ ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର()  ରାଜ୍ୟର ସବୁ ଓକିଲ ସଂଘ ନିର୍ବାଚନ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ନିର୍ବାଚନ ପାଇଁ ନଭେମ୍ବର ଶେଷ ସୁଦ୍ଧା ବିଜ୍ଞପ୍ତି ପ୍ରକାଶ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।  ଏପରିକି ଡିସେମ୍ବର ୧୫ ସୁଦ୍ଧା ନିର୍ବାଚନ ଶେଷ କରିବା ସହ ଫଳାଫଳ ଘୋଷଣା କରିବାକୁ ମାନ୍ୟବର ହାଇକୋର୍ଟ କହିଛନ୍ତି ।  ଏନେଇ ରାଜ୍ୟ ବାର କାଉନସିଲକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।  ପୂର୍ବରୁ ରାଜ୍ୟର ସବୁ ଓକିଲ ସଂଘ ନିର୍ବାଚନ ପାଇଁ ଦୁଇ ଥର ଘୋଷଣା ସତ୍ତ୍ୱେ କରୋନା ପାଇଁ ନିର୍ବାଚନ ବନ୍ଦ ଥିଲା ।

Share

Leave a Reply

Your email address will not be published. Required fields are marked *

1 + 20 =