ଡିଜିପିଙ୍କୁ ବ୍ୟକ୍ତିଗତ ହାଜର ନିର୍ଦ୍ଦେଶ

ଭୁବନେଶ୍ୱର() ବହୁଚର୍ଚ୍ଚିତ ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ମାମଲାରେ କ୍ରାଇମବ୍ରାଞ୍ଚ ତଦନ୍ତ ଉପରେ ଅସନ୍ତୋଷ ପ୍ରକାଶ କରିଛନ୍ତି ହାଇକୋର୍ଟ । ଏନେଇ ପୋଲିସ ଡିଜିପିଙ୍କୁ ବ୍ୟକ୍ତିଗତ ଭାବେ ହାଜର ହେବାକୁ କୋର୍ଟ ନିର୍ଦେଶ ଦେଇଛନ୍ତି । ତଦନ୍ତର ଅଗ୍ରଗତି ନେଇ ସତ୍ୟପାଠ ଦାଖଲ କରିବାକୁ ଡିଜିପିଙ୍କୁ ନିର୍ଦେଶ ଦିଆଯାଇଛି । ତେବେ ନଭେମ୍ବର ୧୮ରେ ହାଇକୋର୍ଟରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ।

Share

Leave a Reply

Your email address will not be published. Required fields are marked *

2 × three =