୬ ଆଇଏଏସଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ

ଭୁବନେଶ୍ୱର() ଭୁବନେଶ୍ୱରରେ କରୋନା ମୁକାବିଲା ଲାଗି ସରକାରଙ୍କ ବଡ଼ ପଦକ୍ଷେପ । ରାଜଧାନୀକୁ ୩ଟି ଜୋନରେ ବିଭକ୍ତ କରି ବରିଷ୍ଠ ଆଇଏଏସ୍ ଅଧିକାରୀଙ୍କୁ ଦାୟିତ୍ୱ ।ଭୁବନେଶ୍ୱରକୁ ତିନୋଟି ଜୋନରେ ଭାଗ କରି ୬ ଆଇଏଏସଙ୍କୁ ଦିଆଗଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ,ଅବରୋଧ ଅଂଚଳ ଉପରେ ରଖିବେ ନଜର ।ରଂଜନା ଚୋପ୍ରା ଓ ବିଷ୍ଣୁପଦ ସେଠୀଙ୍କୁ ମିଳିଲା ଉତ୍ତର ଜୋନ୍, ଏସ୍. କେ ଲୋହାନୀ ଓ ଶାଶ୍ୱତ ମିଶ୍ରଙ୍କୁ ଦକ୍ଷିଣପୂର୍ବ ଜୋନ୍, ଅଶୋକ ମୀନା ଓ ଭାସ୍କର ଜ୍ୟୋତି ଶର୍ମାଙ୍କୁ ଦକ୍ଷିଣପଶ୍ଚିମ ଜୋନର ଦାୟିତ୍ୱ ଦିଆଯାଇଛି ।

Share

Leave a Reply

Your email address will not be published. Required fields are marked *

seventeen + four =