ଇଣ୍ଡିଗୋ ବିମାନର ଜରୁରୀ ଅବତରଣ

ଇଣ୍ଡିଗୋ-୮୨୨ର ଜରୁରୀ ଅବତରଣ । ଜଣେ ଯାତ୍ରୀ ଅସୁସ୍ଥ ହେବାରୁ ଭୁବନେଶ୍ବର ବିମାନ ବନ୍ଦରରେ ଅବତରଣ କରିଥିଲା ଇଣ୍ଡିଗୋ-୮୨୨ ବିମାନ। ଅସୁସ୍ଥ ଯାତ୍ରୀଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତୀ କରାଯାଇଥିବାବେଳେ ସେଠାରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।ମୃତକ ହେଉଛନ୍ତି ପଶ୍ଚିମବଙ୍ଗ ମାଲଦାରର ରାଜକୁମାର କରମାକର । ବିମାନଟି କୋଲକତା ରୁ ବେଙ୍ଗାଲୁରୁ ଯାଉଥିଲା ।

Share

Leave a Reply

Your email address will not be published. Required fields are marked *

fourteen − eight =