ଇନ୍ଦ୍ରମଣି ତ୍ରିପାଠୀ ନୂଆ ସୂଚନା ଓ ଲୋକ ସମ୍ପର୍କ ନିର୍ଦ୍ଦେଶକ

ଭୁବନେଶ୍ୱର- ରାଜ୍ୟରେ ବରିଷ୍ଠ ଓଏଏସ ଅଧିକାରୀ ସ୍ତରରେ ଅଦଳବଦଳ କରାଯାଇଛି । ଇନ୍ଦ୍ରମଣି ତ୍ରିପାଠୀ ସୂଚନା ଓ ଲୋକ ସଂପର୍କ ବିଭାଗ ନିର୍ଦ୍ଦେଶକ ହୋଇଛନ୍ତି । ମନୋଜ ମହାନ୍ତିଙ୍କୁ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ଦାୟିତ୍ୱ ଦିଆଯାଇଛି । ଇଡ୍‌କୋ ଭୂମି ବିଭାଗର ମୁଖ୍ୟ ପରିଚାଳନା ନିର୍ଦ୍ଦେଶକ ହୋଇଛନ୍ତି ବିଜୟ ଦାଶ । ରତ୍ନାକର ସାହୁଙ୍କୁ ନବରଙ୍ଗପୁରର ଅତିରିକ୍ତ ଜିଲ୍ଲାପାଳ କରାଯାଇଛି । ସରୋଜ ସ୍ୱାଇଁ ପୁରୀ ପୌଳପାଳିକାର କାର୍ଯ୍ୟନିର୍ବାହୀ ଅଧିକାରୀ ହୋଇଛନ୍ତି ।

Share

Leave a Reply

Your email address will not be published. Required fields are marked *

4 × 1 =