ପୁଣି ରାଜଧାନୀରୁ ଉଦ୍ଧାର ହେଲା ମୃତଦେହ

ଭୁବନେଶ୍ୱର: ରାଜଧାନୀରେ ପୁଣି ଚାଞ୍ଚଲ୍ୟ । ଜୟଦେବ ବିହାର ବିଜୁ ପଟ୍ଟନାୟକ କଲେଜ ନିକଟରେ ଥିବା ଏକ ଭଙ୍ଗ ଘରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ସ୍ଥାନୀୟ ଲୋକେ ପ୍ରଥମେ ଦେଖିବା ପରେ ପୋଲିସକୁ ଖବର ଦେଇଥିଲେ । ପୋଲିସ କବର ପାଇ ମୃତଦେହକୁ ଉଦ୍ଧାର କରିଛି । ତେବେ ମୃତ ଯୁବକଙ୍କ ପରିଚୟ ମିଳିପାରିନାହିଁ । ଘଟଣାକୁ ନେଇ ଏବେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ।

Share

Leave a Reply

Your email address will not be published. Required fields are marked *

sixteen + nineteen =