ଜୟରାମ ପାଙ୍ଗି କରୋନା ପଜିଟିଭ

ଭୁବନେଶ୍ୱର() ଆଜି ଆଉ ଜଣେ ନେତା କରୋନା କବଜାକୁ ଆସିଛନ୍ତି । ବରିଷ୍ଠ ବିଜେପି ନେତା ଜୟରାମ ପାଙ୍ଗି କରୋନା ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି । ଗତକାଲି ପଜିଟିଭ ଚିହ୍ନଟ ହେବା ପରେ ସେ ନିଜେ ଏନେଇ ସୂଚନା ଦେଇଛନ୍ତି । ଏହାସହ ସେ ହୋମ ଆଇସୋଲେସନରେ ରହିଛନ୍ତି । ଏହାସହ ଗତକିଛି ଦିନ ତଳେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ସଙ୍ଗରୋଧରେ ରହିବା ସହ କୋଭିଡ଼ ଟେଷ୍ଟ କରିବାକୁ ସେ ଅନୁରୋଧ କରିଛନ୍ତି ।

Share

Leave a Reply

Your email address will not be published. Required fields are marked *

19 − nine =