ଖବର ସଂଗ୍ରହ କରିବାକୁ ଯାଇଥିବା ବେଳେ ସାମ୍ବାଦିକଙ୍କ ମୃତ୍ୟୁ

କଳାହାଣ୍ଡି: ମାଓବାଦୀଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣରେ ଜଣେ ସାମ୍ବାଦିକଙ୍କ ମୃତ୍ୟୁ ହୋଇଛି । ମ.ରାମପୁର ଥାନା କର୍ଲାଖୁଣ୍ଟା ଦୁଲେନ ବ୍ରିଜ ପାଖରେ ବିସ୍ଫୋରଣ ଘଟିଥିବା ସୂଚନା ମିଳିଛି । ଖବର ସଂଗ୍ରହ ପାଇଁ ଯାଇଥିବା ଜଣେ ସାମ୍ବାଦିକ ଏହି ବିସ୍ଫୋରଣରେ ପ୍ରାଣ ହରାଇଛନ୍ତି । ତେବେ ମାଓ ପୋଷ୍ଟର ଲାଗିଥିବା ନେଇ ଖବର ସଂଗ୍ରହ ପାଇଁ ଯାଇ ତାଙ୍କର ମୃତ୍ୟୁ ହୋଇଛି । ମୃତ ସାମ୍ବାଦିକଙ୍କ ନାମ ରୋହିତ ବିଶ୍ୱାଳ ବୋଲି ଜଣାପଡିଛି । ଏହି ଖବର ଜଣାପଡିବା ପରେ ଉକ୍ତ ସାମ୍ବାଦିକଙ୍କ ପରିବାରରେ ଶୋକର ଛାୟା ଖେଳିଯାଇଛି ।

Share

Leave a Reply

Your email address will not be published. Required fields are marked *

one × 3 =