୯ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ବର()  ୯ଟି ଜିଲ୍ଲାକୁ ସତର୍କ ସୂଚନା ଜାରି । ଏହି ଜିଲ୍ଲା ଗୁଡିକରେ କାଳବୈଶାଖୀ ସମ୍ଭାବନା ସହ ଘଡଘଡି ସହ ବର୍ଷା ହେବା ନେଇ ଆଗୁଆ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଏହି ଜିଲ୍ଲାଗୁଡ଼ିକ ହେଲା କେନ୍ଦୁଝର, ସୁନ୍ଦରଗଡ଼, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, କଟକ, ନୟାଗଡ଼ ଓ ଅନୁଗୁଳ ।

ସେପଟେ ରାଜ୍ୟରେ ମୌସୁମୀ ଦୁର୍ବଳ ହୋଇପଡ଼ିଛି। ଆସନ୍ତା ୪୮ଘଣ୍ଟା ଯାଏ ପ୍ରବଳ ବର୍ଷାର କୌଣସି ସମ୍ଭାବନା ନାହିଁ। ସାରା ରାଜ୍ୟରେ ଆସନ୍ତା ୩୦ରୁ ବର୍ଷାର ପରିମାଣ ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି ।

 

Share

Leave a Reply

Your email address will not be published. Required fields are marked *

15 − three =