ନୂଅାଁଖାଇରେ ଚାଷୀଙ୍କ ଖାତାକୁ କାଳିଆ ଟଙ୍କା ଛାଡ଼ିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ନିଆରା ନିଷ୍ପତ୍ତି ଲାଗି ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନୂଆ ଯୋଜନା ହେଉ ବା ଅସହାୟଙ୍କୁ ସହଯୋଗ ସବୁଥିରେ ପ୍ରଂଶସାପାତ୍ର ହୋଇଥାନ୍ତି ନବୀନ । ତେବେ ନୂଅାଁଖାଇରେ ଚାଷୀଙ୍କୁ ଭେଟି ଦେଇଛନ୍ତି ନୀବନ । ରାଜ୍ୟର ୩୭ ଲକ୍ଷରୁ ଉର୍ଦ୍ଧ୍ବ ଚାଷୀଙ୍କୁ ୭୪୩ କୋଟି ଟଙ୍କାର କାଳିଆ ସହାୟତା ଭେଟି ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ୨୦୨୧-୨୨ ବର୍ଷରେ ରବି ଫସଲ ପାଇଁ ‘କାଳିଆ’ ଯୋଜନାରେ ସହାୟତା ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ । ସିଧା ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଏହି ସହାୟତା ରାଶି ପଠାଯିବ ।ଏଥିପାଇଁ ରାଜ୍ୟ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ସବୁ ବ୍ୟବସ୍ଥା କରାଯାଇଛି ।

Share

Leave a Reply

Your email address will not be published. Required fields are marked *

five × 2 =