ଆଜି ଠାରୁ ରବିବାର ଯାଏଁ ସମ୍ପୂର୍ଣ୍ଣ ସଟଡାଉନ

ଭୁବନେଶ୍ୱର() କରୋନା ନେଇ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଏକ ସାମ୍ବାଦିକ ସମ୍ମିଳନୀ କରିଛନ୍ତି । ସେହି ସମ୍ମିଳନୀରେ ସେ ଏକ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ଭୁବନେଶ୍ୱର ଓ ଭଦ୍ରକ ଆଜି ସନ୍ଧ୍ୟା ୮ଟାରୁ ରବିବାର ସନ୍ଧ୍ୟା ୮ଟା ଯାଏଁ ସମ୍ପୂର୍ଣ୍ଣ ସଟଡାଉନ ରହିବ । ଏହାସହ୪୮ଘଣ୍ଟା ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ମଧ୍ୟ ବନ୍ଦ ରହିବ । ଯେଉଁମାନେ ନିୟମ ଉଲ୍ଲଙ୍ଘନ କରିବେ ସେମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।

Share

Leave a Reply

Your email address will not be published. Required fields are marked *

12 − seven =