ମହାଳୟାରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ହେଉଛି ପବିତ୍ର ମହାଳୟା । ପିତୃ ପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡ ବଢ଼ାଯାଏ । ଗାଁରୁ ସହର ସବୁଠି କରାଯାଉଛି ଶ୍ରାଦ୍ଧ । ଏହି ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମା’ ଦୁର୍ଗାଙ୍କ ଅପାର କରୁଣାରୁ ସମସ୍ତଙ୍କ ଜୀବନ ସୁଖ, ସମୃଦ୍ଧିରେ ଭରିଯାଉ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ମହାଳୟା ବାର୍ତ୍ତାରେ କହିଛନ୍ତି ।

Share

Leave a Reply

Your email address will not be published. Required fields are marked *

2 × two =