ଦୁଷ୍କର୍ମକାରୀକୁ ଫାଶୀ ଦଣ୍ଡାଦେଶ

ଜଗତସିଂହପୁର () ଜଗତସିଂହପୁରରେ ଦୁଷ୍କର୍ମ ପରେ ହତ୍ୟା ମାମଲାରେ ଅଭିଯୁକ୍ତକୁୁ ଫାଶୀ ଦଣ୍ଡାଦେଶ ହୋଇଛି । ୨୫ ଜଣ ସାକ୍ଷୀଙ୍କ ବୟାନ ଆଧାରରେ ଜଗତସିଂହପୁର ଏଡିଜେ ମାମଲାକୁ ବିଚାର କରି ଅଭିଯୁକ୍ତ କାଳିଆ ମାନା ଓରଫ ନବକୁ ଫାଶୀ ଦଣ୍ଡାଦେଶ ଶୁଣାଇଛନ୍ତି।୨୦୧୮ ମାର୍ଚ୍ଚ ଏରସମାରେ ୯ ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ ପରେ ହତ୍ୟା ଘଟଣା ପୂରା ରାଜ୍ୟରେ ଚାଞ୍ଚଲ୍ୟ ଖେଳାଇ ଦେଇଥିଲା । ଅଭିଯୁକ୍ତ କାଳିଆ ନାବାଳିକା ଯୁବତୀଙ୍କୁ ଦୁଷ୍କର୍ମ ପରେ ହତ୍ୟା କରିଥିଲା ।

Share

Leave a Reply

Your email address will not be published. Required fields are marked *

ten + two =