୧୪ରୁ ସପ୍ଲିମେଣ୍ଟାରୀ ପରୀକ୍ଷୀ

ଭୁବନେଶ୍ୱର() ଆସନ୍ତା ସେପ୍ଟେମ୍ବର ୧୪ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷୀ ଅନୁଷ୍ଠିତ ହେବ । ସେପ୍ଟେମ୍ବର ୧୪ରୁ ୨୪ ପର୍ଯ୍ୟନ୍ତ ମାଟ୍ରିକ ଓ ଓପନ ସ୍କୁଲ ସପ୍ଲିମେଣ୍ଟାରୀ ପରୀକ୍ଷା ହେବ । ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ।

ତାଙ୍କ ସୂଚନା ଅନୁଯାୟୀ ଚଳିତ ବର୍ଷ ୨୨ ହଜାର ୬୪୯ ଜଣ ଛାତ୍ରଛାତ୍ରୀ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବେ ।  ଏହାଛଡ଼ା ଓପନ ସ୍କୁଲର ୧୨ ହଜାର ୯୩୯ ଜଣ ଛାତ୍ରଛାତ୍ରୀ ସପ୍ଲିମେଣ୍ଟାରୀ ପରୀଦା ଦେବେ ।  ମାଟ୍ରିକ ପାଇଁ ୧୫୩ଟି ଓ ଓପନ ସ୍କୁଲ ପାଇଁ ୮୮ଟି ପରୀକ୍ଷା କେନ୍ଦ୍ର କରାଯାଇଛି । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କେନ୍ଦ୍ରଗୁଡ଼ିକ ପ୍ରତିଦିନ ସାନିଟାଇଜ କରାଯିବ ।

Share

Leave a Reply

Your email address will not be published. Required fields are marked *

three × 5 =