ଆଜି ବାହାରିବ ମେଟ୍ରିକ ରେଜଲ୍ଟ

ଭୁବନେଶ୍ୱର: ଆଜି ବାହାରିବ ମାଟ୍ରିକ୍ ରେଜଲ୍ଟ । ଚଳିତବର୍ଷର ମାଟ୍ରିକ୍ ପରୀକ୍ଷା ଫଳ ପ୍ରକାଶ ପାଇବ । କଟକ ସ୍ଥିତ ବୋର୍ଡ କାର୍ଯ୍ୟାଳୟରେ ଅପରାହ୍ନ ୪ଟା ବେଳେ ମାଟ୍ରିକ୍ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ସୂଚନା ମିଳିଛି ।
ତେବେ ସନ୍ଧ୍ୟା ୬ଟା ପରଠାରୁ ୱେବସାଇଟ୍ରେ ପରୀକ୍ଷାଫଳ ଉପଲବ୍ଧ ହେବ। bseodisha.in ଓ bseodisha.nic.inଓ୍ବେବସାଇଟ୍ ରେ ରେଜଲ୍ଟ ଛାତ୍ରଛାତ୍ରୀ ଜାଣିପାରିବେ ।
ଏତ୍ ବ୍ୟତୀତ ମେସେଜ୍ ମାଧ୍ୟମରେ ଛାତ୍ରଛାତ୍ରୀ ପରୀକ୍ଷାଫଳ ପାଇପାରିବେ । ଏଥିପାଇଁ<Space> Roll No ଲେଖି 5676750କୁ SMS ପଠାଇବାକୁ ହେବ । ସେପଟେ ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇବ ବୋଲି ବୋର୍ଡ କହିଛି ।

Share

Leave a Reply

Your email address will not be published. Required fields are marked *

5 × one =