ଆଜି ମେଟ୍ରିକ ଫର୍ମଫିଲପର ଶେଷ ଦିନ

ଭୁବନେଶ୍ୱର: ମାଟ୍ରିକ୍ ମୂଲ୍ୟାୟନରେ ଅସନ୍ତୁଷ୍ଟ ଥିବା ଛାତ୍ରଛାତ୍ରୀଙ୍କ ଫର୍ମ ପୂରଣ ପାଇଁ ବୁଧବାର ଶେଷ ଦିବସ । ବିକଳ୍ପ ମୂଳ୍ୟାୟନ ପଦ୍ଧତିରେ ଦିଆଯାଇଥିବା ମାର୍କରେ ଅସନ୍ତୁଷ୍ଟ ପିଲାଙ୍କ ଅଫଲାଇନ୍ ପରୀକ୍ଷା କରାଯିବ । ତେବେ ଚଳିତ ମାସ ୫ରୁ ଫର୍ମ ପୂରଣ ଆରମ୍ଭ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ପାଖାପାଖି ୧୫ଶହ ଛାତ୍ରଛାତ୍ରୀ ଅଫଲାଇନ୍ ପରୀକ୍ଷା ପାଇଁ ଫର୍ମ ପୂରଣ କରିଥିବା ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି ।

Share

Leave a Reply

Your email address will not be published. Required fields are marked *

twenty − sixteen =