କ୍ବାରେଣ୍ଟାଇନ କେନ୍ଦ୍ର ସମୀକ୍ଷା କଲେ ଧର୍ମଶାଳା ବିଧାୟକ

ଧର୍ମଶାଳା() ଧର୍ମଶାଳା ବ୍ଲକ ପ୍ରଶାସନ ଓ ସ୍ଥାନୀୟ ବିଧାୟକ ପ୍ରଣବ ବଳବନ୍ତରାୟ କ୍ବାରେଣ୍ଟାଇନ କେନ୍ଦ୍ର ଯଥା ଆଦର୍ଶ ବିଦ୍ୟାଳୟ, ଧର୍ମଶାଳା ମହାବିଦ୍ୟାଳୟ ଓ କଳ୍ପତରୁ ଦାସ ଷ୍ଟାଡିୟମକୁ ବୁଲି ଯାଇ ସମସ୍ତ କାର୍ଯ୍ୟର ତଦାରଖ କରି କାର୍ଯ୍ୟନିର୍ବାହି ଅଧିକାରୀ ମାନଙ୍କୁ ଆବଶ୍ୟକୀୟ ପରାମର୍ଶ ଦେଇଥିଲେ ।

ଉଲ୍ଲେଖଯୋଗ୍ୟଯେ ରାଜ୍ୟରେ ମଧ୍ୟ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଓଡ଼ିଶାରେ ବର୍ତ୍ତମାନ ୪୮ଜଣ କରୋନା ଆକ୍ରାନ୍ତରେ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୫ଜଣ ଆକ୍ଟିଭ କେସ୍ ରହିଛି । ଏହାସହ ଜଣଙ୍କର ମୃତ୍ୟୁ ହେବା ସାଙ୍ଗକୁ ୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Share

Leave a Reply

Your email address will not be published. Required fields are marked *

3 − two =