ଚାନ୍ଦବାଲି ବିଧାୟକ କରୋନା ପଜିଟିଭ

ଭୁବନେଶ୍ୱର() ରାଜ୍ୟର ଆଉ ଜଣେ ବିଧାୟକ ମହାମାରୀ କବଜାକୁ ଆସିଛନ୍ତି । ସେ ହେଉଛନ୍ତି ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟ । ଟେଷ୍ଟ ପରେ ତାଙ୍କ ରିପୋର୍ଟ କରୋନା ପଜିଟିଭ୍ ଆସିଛି । ଏନେଇ ସେ ନିଜେ ଟ୍ୱିଟ୍ ମାଧ୍ୟମରେ ସୂଚନା ଦେଇଛନ୍ତି । ଏହା ସହ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ସଙ୍ଗରୋଧରେ ରହିବାକୁ ସେ ପରାମର୍ଶ ଦେଇଛନ୍ତି । ଅନ୍ୟପଟେ ବନ୍ୟା ପୀଡିତଙ୍କ ପାଖରେ ନ ପହଞ୍ଚିପାରୁଥିବାରୁ ସେ ଦୁଃଖ ପ୍ରକାଶ କରିଛନ୍ତି ।

Share

Leave a Reply

Your email address will not be published. Required fields are marked *

five × 2 =