ମୋ ସରକାରରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ସାମିଲ

ଭୁବନେଶ୍ୱର() ମୋ ସରକାରରେ ମିଶିଲା ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ । ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ ମୋ’ ସରକାରରେ ସାମିଲ ହୋଇଛି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ।ଏହି ଅବସରରେ ବିଭାଗୀୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କହିଛନ୍ତି ଯେ ବୃତ୍ତିଗତ ସେବାରେ ପରିବର୍ତ୍ତନ ଆଣିବା ପାଇଁ ୫ଞ ବେଶ୍ ସହାୟକ ହେବ। ଏନେଇ ବିଭିନ୍ନ ସ୍ତରରେ ହେଲ୍ପ ଡେସ୍କ ଖୋଲାଯାଇଛି। ଏହାସହ ଲୋକଙ୍କଠାରୁ ସେବାର ଗୁଣବତ୍ତା ସମ୍ପର୍କରେ ମତାମତ ସଂଗ୍ରହ କରାଯାଉଛି।

Share

Leave a Reply

Your email address will not be published. Required fields are marked *

17 − six =