ମହାବିଷୁବ ପଣା ସଂକ୍ରାନ୍ତିରେ ଓଡ଼ିଶାବାସୀଙ୍କୁ ଅଭିନନ୍ଦନ ଜଣାଇଲେ ମୋଦି

ନୂଆଦିଲ୍ଲୀ ()ଆଜି ହେଉଛି ପବିତ୍ର ମହାବିଷୁବ ପଣା ସଂକ୍ରାନ୍ତି । ଏହା ସହ ଆଜିର ଦିନକୁ ଓଡ଼ିଆ ନବବର୍ଷ ଭାବେ ମଧ୍ୟ ପାଳନ କରାଯାଇଥାଏ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାବାସୀଙ୍କୁ ହାର୍ଦ୍ଦିକ ଶୁଭକାମନା ଜଣାଇଛନ୍ତି । ମହାବିଷୁବ ପଣା ସଂକ୍ରାନ୍ତିର ଅଭିନନ୍ଦନ ଜଣାଇବା ସହ ବର୍ଷସାରା ଖୁସି ଏବଂ ଉତ୍ତମ ସ୍ୱାସ୍ଥ୍ୟ ପାଇଁ ସେ ପ୍ରାର୍ଥନା କରିଛନ୍ତି ।

Share

Leave a Reply

Your email address will not be published. Required fields are marked *

three × four =