ଚାଷୀଙ୍କ ଖାତାକୁ ଆସିଲା କିଶାନ ସମ୍ମାନ ନିଧି ଯୋଜନାର ନବମ କିସ୍ତି ଟଙ୍କା

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ପ୍ରଧାନମନ୍ତ୍ରୀ କିସନ ସମ୍ମାନ ନିଧି (ପିଏମ-କିସାନ) ଯୋଜନା ଅଧୀନରେ କୃଷକମାନଙ୍କୁ ନବମ କିସ୍ତି ପ୍ରଦାନ କରିଛନ୍ତି। ପ୍ରତ୍ୟେକ ଚାଷୀଙ୍କ ଆକାଉଣ୍ଟକୁ ୨୦୦୦ ଟଙ୍କା ଲେଖାଏଁ ପଠାଯାଇଛି। ଏଥର ୯.୭୫ କୋଟିରୁ ଅଧିକ କୃଷକ ପରିବାର ଏହାର ଲାଭ ପାଇବେ ଜ୍ଝ ଏପର‌୍ୟ୍ୟନ୍ତ ଏହି ଯୋଜନା ମାଧ୍ୟମରେ କୃଷକ ପରିବାରକୁ ୧.୩୮ ଲକ୍ଷ କୋଟିରୁ ଅଧିକ ଟଙ୍କା ପଠାଯାଇଛି।
ପିଏମ-କିସାନ ଯୋଜନା ଅଧୀନରେ କୃଷକ ପରିବାରକୁ ବାର୍ଷିକ ୬୦୦୦ ଟଙ୍କା ଦିଆଯାଏ ଜ୍ଝ ସହାୟତା ରାଶି ସିଧାସଳଖ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପଠାଯାଏ

Share

Leave a Reply

Your email address will not be published. Required fields are marked *

9 − 1 =