ଆସୁଛି ଲଘୁଚାପ!

ଭୁବନେଶ୍ୱର: ଆସୁଛି ଲଘୁଚାପ । ବଙ୍ଗୋପସାଗରେ ଖୁବ୍ଶୀଘ୍ର ଏକ ଲଘୂଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଲଘୁଚାପ ଜରିଆରେ ଓଡ଼ିଶାରେ ପହଞ୍ଚିପାରେ ମୌସୁମୀ। ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ଆସନ୍ତା ୧୧ ତାରିଖ ସୁଦ୍ଧା ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି। ସାରା ଦେଶରେ ଚଳିତବର୍ଷ ମୌସୁମୀ ବୃଷ୍ଟିପାତ ସ୍ୱାଭାବିକ ରହିବ । ଜୁନରୁ ସେପ୍ଟେମ୍ବର ମଧ୍ୟରେ ଲଙ୍ଗ ପିରିୟଡ ଏଭରେଜ ବା ଖଚଇର ୯୬ରୁ ୧୦୪ ପ୍ରତିଶତ ବର୍ଷା ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଜୁନ ମାସରେ ଓଡ଼ିଶାରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ସମ୍ଭାବନା ରହିଛି ।

Share

Leave a Reply

Your email address will not be published. Required fields are marked *

9 − 8 =