ଏପ୍ରିଲ ୨ରୁ ରାଜ୍ୟରେ ସକାଳୁଆ ସ୍କୁଲ

ଏପ୍ରିଲ ୨ରୁ ସକାଳୁଆ ସ୍କୁଲ । ଏପ୍ରିଲ ୨ରୁ ସବୁ ସ୍କୁଲ ସକାଳୁଆ ଚାଲିବ । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏହି ପଦକ୍ଷେପ ନିଆଯାଇଛି।ସକାଳ ୬ଟା ୩୦ରୁ ୧୦ଟା ପର୍ଯ୍ୟନ୍ତ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ହେବ ।

ସେହିଭଳି ସକାଳ ୭ଟାରୁ ଦିନ ୧୧ଟା ଯାଏଁ ନବମ ଏବଂ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଠ ପଢାଯିବ । ଏ ନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ବିଭାଗ ମନ୍ତ୍ରୀ ସମୀର ରଞ୍ଜନ ଦାସ ।

Share

Leave a Reply

Your email address will not be published. Required fields are marked *

7 − four =