ମୌଲାନା ଅବୁଲ କଲାମ ଆଜାଦଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ସ୍ୱାଧୀନତା ସଂଗ୍ରୀମା ତଥା ସ୍ୱାଧୀନ ଭାରତର ପ୍ରଥମ ଶିକ୍ଷାମନ୍ତ୍ରୀ, ବିଦ୍ୱାନ ମୌଲାନା ଅବୁଲ କଲାମ ଆଜାଦଙ୍କ ଆଜି ଜନ୍ମବାର୍ଷିକୀ । ତାଙ୍କ ଜନ୍ମଦିନକୁ ଜାତୀୟ ଶିକ୍ଷା ଦିବସ ଭାବେ ବି ପାଳନ କରାଯାଏ । ଏହି ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭାରତର ଶିକ୍ଷାକ୍ଷେତ୍ରରେ ଦୃଢ ଶିକ୍ଷା ବ୍ୟବସ୍ଥାର ଭିତ୍ତି ସ୍ଥାପନ କରିବାରେ ମୌଲାନା ଆଜାଦଙ୍କ ଅବଦାନ ଅମୂଲ୍ୟ ଓ ସ୍ମରଣୀୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Share

Leave a Reply

Your email address will not be published. Required fields are marked *

sixteen + three =