ଆଇଟିଆଇ ଛାତ୍ରଙ୍କୁ ମାରିଦେଲେ

ଞ୍ଜାମ ଜିଲ୍ଲା ଧରାକୋଟ ଥାନା ଅଞ୍ଚଳରେ ସଂଘବଦ୍ଧ ଆକ୍ରମଣରେ ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ସର୍ଦ୍ଧାପୁର ଗାଁର ଆଇଟିଆଇ ଛାତ୍ର ଚିଲି ଗୌଡ଼।
ଚିଲି ଛେଳି ଚରାଇବାକୁ ଯାଇଥିବା ବେଳେ କିଛି ଯୁବକ ମାରଣାସ୍ତ୍ରରେ ଆକ୍ରମଣ କରିଥିବା ତାଙ୍କ ପରିବାର ଲୋକେ ଥାନାରେ ଅଭିଯୋଗ କରିଛନ୍ତି।
ରକ୍ତ ଜୁଡୁବୁଡୁ ଅବସ୍ଥାରେ ଚିଲିଙ୍କୁ ଉଦ୍ଧାର କରି ଆସିକା ଡାକ୍ତରଖାନା ଅଣାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ପୂର୍ବଶତ୍ରୁତାକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି।

Share

Leave a Reply

Your email address will not be published. Required fields are marked *

20 − eleven =