ନରେନ୍ଦ୍ର ସ୍ୱାଇଁଙ୍କ ଦେହାନ୍ତ

ଭୁବନେଶ୍ୱର()  ପୂର୍ବତନ ରାଜ୍ୟସଭା ସାଂସଦ ନରେନ୍ଦ୍ର ସ୍ୱାଇଁଙ୍କ ପରଲୋକ ହୋଇଛି ।  ୮୨ ବର୍ଷରେ ତାଙ୍କର ପରଲୋକ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି ।  ତାଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି ।  ବିଜୁ ଜନତା ଦଳର ପ୍ରାର୍ଥୀଭାବେ ନରେନ୍ଦ୍ର ସ୍ୱାଇଁ  ନିନ୍ଦ୍ୱନ୍ଦ୍ୱରେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ । ୨୦୧୫ ଡିସେମ୍ବର ୭ ତାରିଖ ଦିନ ସେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ ।

Share

Leave a Reply

Your email address will not be published. Required fields are marked *

one × four =