ସ୍ୱାୟତ୍ତ ଶାସନ ଦିବସ ଅବସରରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି

ଭୁବନେଶ୍ୱର() ରାଜ୍ୟ ସ୍ତରୀୟ ସ୍ୱାୟତ୍ତ ଶାସନ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଭେଟି ଦେଇଛନ୍ତି । ୧୦୦ଟି ମାଇକ୍ରୋ କମ୍ପିକିଟ୍ ସେଣ୍ଟର ଓ ୫୦ଟି ଏମଆରଏଫ ଲୋକର୍ପିତ କରିଛନ୍ତି । ସେ ଭିଡ଼ିଓ କନଫରେନ୍ସିଂ ଜରିଆରେ ଏହାର ଲୋକାର୍ପଣ କରିଛନ୍ତି । ଏହାସହ ଆମ ସହର, ସ୍ୱଚ୍ଛ ସହର ଓଡ଼ିଶା ମୋବାଇଲ ଆପର ଶୁଭାରମ୍ଭ କରିଛନ୍ତି । ଏହି ଦୁଇଟି ଆପ ଜରିଆରେ ସହରାଞ୍ଚଳରେ ସାଧାରଣ ସେବା ମିଳିବ । କଠିନ ବର୍ଜ୍ୟ ଓ କୋଭିଡ଼ ସୁପରିଚାଳନା ପାଇଁ ପୌରାଞ୍ଚଳକୁ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏତତବ୍ୟତୀତ ୫୧ଟି ପାଇଖାନା ବର୍ଜ୍ୟ ପରିଚାଳନା ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ଘୋଷଣା କରାଯାଇଛି ।

Share

Leave a Reply

Your email address will not be published. Required fields are marked *

11 − 10 =