କୋଭିଡ଼ ଯୋଦ୍ଧାଙ୍କ ଉଦ୍ୟମକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର() ରାଜ୍ୟରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧ଲକ୍ଷରୁ ଉଦ୍ଧ୍ୱର୍ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିିଥିବା ନେଇ ସୂଚନା ମିଳିଛି । ତେଣୁ ଏହି କରୋନା ସଙ୍କଟ ସମୟରେ ନିଜ ଜୀବନକୁ ବାଜି ଲଗାଇ ସେବା କରୁଥିବା ସମସ୍ତ ସ୍ୱାସ୍ଥ୍ୟ କର୍ମୀ ଓ କୋଭିଡ଼ ଯୋଦ୍ଧାଙ୍କୁ ଉଦ୍ୟମକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଶଂସା କରିଛନ୍ତି ।


ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୧୩୧୩୮୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ସୋମବାର ସୁଦ୍ଧା ୯୬୩୬୪ଜଣ ସୁସ୍ଥ ହୋଇଛନ୍ତି ।

Share

Leave a Reply

Your email address will not be published. Required fields are marked *

two × 5 =