ଉପରାଷ୍ଟ୍ରପତିଙ୍କ ଆଶୁ ଆରୋଗ୍ୟ ସହ ଦୀର୍ଘ ଜୀବନ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର() ଉପରାଷ୍ଟ୍ରପତିଙ୍କ ସୁସ୍ଥ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ଟ୍ୱିଟ୍ କରି ଆଶୁ ଆରୋଗ୍ୟ ସହ ଦୀର୍ଘ ଜୀବନ କାମନା କରିଛନ୍ତି।

ଉଲ୍ଲେଖଯୋଗ୍ୟ ଯେ ଗତକାଲି ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁଙ୍କ  କରୋନାର କୌଣସି ଲକ୍ଷଣ ନଥିଲା ବେଳେ  ତାଙ୍କର କରୋନା ରିପୋର୍ଟ ପଜିଟିଭ ଆସିଥିଲା।ଏବେ ସେ ହୋମ କ୍ବାରେଣ୍ଟାଇନରେ ଅଛନ୍ତି।

ଅନ୍ୟପଟେ ଉପରାଷ୍ଟ୍ରପତିଙ୍କ ପତ୍ନୀଙ୍କ କରୋନା ରିପୋର୍ଟ ନେଗେଟିଭ ଆସିଛି। ହେଲେ ସେ ସେଲ୍ଫ ଆଇସୋଲେସନରେ  ରହିଛନ୍ତି। ଏନେଇ ଟ୍ବିଟ୍ ଯୋଗେ ଉପରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିିଳିଛି।

Share

Leave a Reply

Your email address will not be published. Required fields are marked *

2 × 5 =