ବରିଷ୍ଠ ନାଗରିକ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ଭୁବନେଶ୍ୱର()  ଆଜି ହେଉଛି ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ । ବରିଷ୍ଠ ନାଗରିକ ଦିବସରେ ଜନସାଧାରଣଙ୍କୁ ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋରୋନା କାଳରେ ବରିଷ୍ଠ ନାଗରିକଙ୍କ ଯତ୍ନ ନେବାକୁ ସେ ଆହ୍ୱାନ କରିଛନ୍ତି ।

ରୋଗ ପ୍ରତିରୋଧକ ଶକ୍ତି ହ୍ରାସ କାରଣରୁ ବରିଷ୍ଠ ନାଗରିକମାନେ ଅସୁରକ୍ଷିତ ଅଛନ୍ତି । ଏନେଇ ବରିଷ୍ଠ ନାଗରିକଙ୍କ ସୁରକ୍ଷା ସୁନିଶ୍ଚିତ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅହ୍ୱାନ ଦେଇଛନ୍ତି ।

Share

Leave a Reply

Your email address will not be published. Required fields are marked *

5 × 1 =