ଆସନ୍ତାକାଲି ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର() ଆସନ୍ତାକାଲି ନିଜର ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଭିଡ ସଂକ୍ରମଣକୁ ଦୃଷ୍ଟିରେ ରଖି ସେ ନିଜର ଜନ୍ମଦିନ ନ ପାଳିବାକୁ ନିଷ୍ପତ୍ତି ନେଇଛନ୍ତିି । ଜନ୍ମଦିନରେ ଗରିବ ଲୋକଙ୍କୁ ସାହାର୍ଯ୍ୟ କରିବାକୁ ସେ ନିବେଦନ କରିଛନ୍ତି । ରକ୍ତଦାନ ଓ ପ୍ଲାଜମା ଦାନ କରିବାକୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ନିବେଦନ କରିଛନ୍ତି । ଏହା ସହ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ‘ ଓଡିଶାବାସୀଙ୍କ ଭଲ ପାଇବା ଓ ଶୁଭେଚ୍ଛା ନିମନ୍ତେ ମୁଁ ସବୁବେଳେ ଋଣୀ ରହିବି । ୮ ମାସ ହେଲା କୋଭିଡ ଯୋଗୁଁ ସମସ୍ତେ କଠିନ ସମୟ ଦେଇ ଗତି କରୁଛନ୍ତି ।’

Share

Leave a Reply

Your email address will not be published. Required fields are marked *

2 + 12 =