ବର୍ତ୍ତମାନର ପ୍ରଚଳିତ ହାରରେ ପିଲାମାନଙ୍କୁ ଛାତ୍ରବୃତ୍ତି ଦିଆଯିବ

ଭୁବନେଶ୍ୱର()  ଏସସି/ଏସଟି ମାଟ୍ରିକ ଛାତ୍ର ବୃତ୍ତିରେ କୌଣସି ପରିବର୍ତ୍ତନ ହେବ ନାହିଁ ।  ବର୍ତ୍ତମାନର ପ୍ରଚଳିତ ହାରରେ ପିଲାମାନଙ୍କୁ ଛାତ୍ରବୃତ୍ତି ଦିଆଯିବ ।  ଛାତ୍ରବୃତ୍ତି ଅପରିବର୍ତ୍ତିତ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି । ଏସସି/ଏସଟି  ଉନ୍ନୟନ ବିଭାଗର ଏ ସମ୍ପର୍କିତ ପ୍ରସ୍ତାବକୁ ସ୍ଥଗିତ ରଖିବାକୁ ନିଦେ୍ର୍ଧଶ ମଧ୍ୟ ଦିଆଯାଇଛି ।  ଏହାଛଡ଼ା ଏ ସମ୍ପର୍କିତ ଫାଇଲକୁ ତୁରନ୍ତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ପଠାଇବା ପାଇଁ ନିଦେ୍ର୍ଧଶ ଦିଆଯାଇଛି ।

Share

Leave a Reply

Your email address will not be published. Required fields are marked *

ten − ten =