ତିର୍ତ୍ତୋଲ ଓ ବାଲେଶ୍ୱର କର୍ମକର୍ତ୍ତାଙ୍କୁ ସମ୍ବୋଧିନ କରିବେ ନବୀନ

ଭୁବନେଶ୍ୱର() ଉପନିର୍ବାଚନ ସଫଳତାକୁ ନେଇ ତିର୍ତ୍ତୋଲ ଓ ବାଲେଶ୍ୱରର ଦଳୀୟ କର୍ମକର୍ତ୍ତାଙ୍କୁ ସମ୍ବୋଧିନ କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ସନ୍ଧ୍ୟା ୬ଟାରେ ତିର୍ତ୍ତୋଲର ଦଳୀୟ କର୍ମକର୍ତ୍ତାଙ୍କୁ ସମ୍ବୋଧନ କରିବା ସହ ସନ୍ଧ୍ୟା ୬ଟା ୨୦ ମିନିଟରେ ବାଲେଶ୍ୱରୀ ଦଳୀୟ କର୍ମକର୍ତ୍ତାଙ୍କୁ ସମ୍ବୋଧିତ କରିବେ ନବୀନ ପଟ୍ଟନାୟକ ।

ତେବେ ବାଲେଶ୍ୱରରେ ୧୩ ହଜାରରୁ ଅଧିକ ଭୋଟରେ ସ୍ୱରୂପ ଦାସ ବିଜୟୀ ହୋଇଛନ୍ତି । ଅନ୍ୟପଟେ ତିର୍ତ୍ତୋଲରେ ବିଜେଡି ପ୍ରାର୍ଥୀ ୩୮ ହଜାରରୁ ଅଧିକ ଭୋଟରେ ବିଜୟୀ ହୋଇଛନ୍ତି । ଉଭୟ ଆସନରେ ବିଜେପି ପ୍ରାର୍ଥୀଙ୍କୁ ହରାଇଛନ୍ତି ବିଜେଡି ପ୍ରାର୍ଥୀ ।

Share

Leave a Reply

Your email address will not be published. Required fields are marked *

6 − five =