କୋରନା ମୁକାବିଲା ପାଇଁ ୩ ମାସର ଦରମା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ୩ ମାସର ଦରମା ଦାନ କଲେ ମୁଖ୍ୟମନ୍ତ୍ରୀ । କୋରନା ମୁକାବିଲା ପାଇଁ ୩ ମାସର ଦରମା ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟାନାୟକ । ମୁଖ୍ୟମନ୍ତ୍ରୀ ରିଲିଫ୍ ଫଣ୍ଡ(କୋଭିଡ୍-୧୯ ଫଣ୍ଡ)କୁ ସୋମବାର ୩ ମାସର ଦରମା ଦାନ କରିବା ସହ କୋଭିଡ୍-୧୯ ଫଣ୍ଡକୁ ଦାନ ଦେବାକୁ ଅପିଲ୍ କରିଛନ୍ତି ମୁଖ୍ୟମନ୍ତ୍ରୀ ।

କରୋନା ଏବେ ମୁଣ୍ଡବିନ୍ଧାର କାରଣ ପାଲଟିଛି । ଏହାର ମୁକାବିଲା କରିବା ପାଇଁ କେନ୍ଦ୍ର ସରକାର ଓ ସବୁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି । ତେବେ କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋଭିଡ୍-୧୯ ଫଣ୍ଡକୁ ସୋମବାର ୩ ମାସର ଦରମା ଦାନ କରିଛନ୍ତି ।

Share

Leave a Reply

Your email address will not be published. Required fields are marked *

twenty − eleven =