ନୂଆ ଦାୟିତ୍ୱ ପାଇଁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର() ଗିରୀଶ ଚନ୍ଦ୍ର ମୁର୍ମୁଙ୍କୁ ନୂଆ ଦାୟିତ୍ୱ ପାଇଁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ କହିଛନ୍ତି ଓଡ଼ିଶା ଜନ୍ମିତ ଗିରୀଶ ଚନ୍ଦ୍ର ବର୍ତ୍ତମାନ ଦେଶର ନୂଆ ସିଏଜି ।

ଉଲ୍ଲେଖଯୋଗ୍ୟ ଯେ ଗତକାଲି ନୂଆ ସିଏଜି ଭାବେ ନିଯୁକ୍ତି ହୋଇଛନ୍ତି ଓଡ଼ିଆ ଆଇଏଏସ ଅଫିସର ଗିରୀଶ ଚନ୍ଦ୍ର ମୁର୍ମୁ । ସେ ଆସନ୍ତାକାଲି ଦେଶର ନୂଆ ସିଏଜି ଭାବେ ଶପଥ ଗ୍ରହଣ କରିବେ । ରାଷ୍ଟ୍ରପତି ରାମନାଥ କୋବିନ୍ଦ ରାଷ୍ଟ୍ରପତି ଭବନରେ ତାଙ୍କୁ ଶପଥ ପାଠ କରାଇବେ ବୋଲି ସୂଚନା ମିଳିଛି ।

Share

Leave a Reply

Your email address will not be published. Required fields are marked *

3 + 10 =