ରାଧାମୋହନ ଗଡନାୟକଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ସାହିତ୍ୟିକ ରାଧାମୋହନ ଗଡନାୟକଙ୍କ ଜୟନ୍ତୀ ଆଜି ପାଳନ କରାଯାଉଛି । ଏହି ଉପଲକ୍ଷେ ଓଡିଶାର ଅନ୍ୟତମ ବରପୁତ୍ରଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଧୁନିକ ଓଡିଆ କାବ୍ୟ ସାହିତ୍ୟ ଇତିହାସରେ ଛନ୍ଦ କବିତାର ସାର୍ଥକ ଶିଳ୍ପୀ ଭାବେ ରାଧାମୋହନ ଗଡନାୟକଙ୍କ ସ୍ଥାନ ସ୍ୱତନ୍ତ୍ର । ତାଙ୍କ ସାହିତ୍ୟ ରଚନା ଅନେକଙ୍କ ପାଇଁ ପ୍ରେରଣାର ଉତ୍ସ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Share

Leave a Reply

Your email address will not be published. Required fields are marked *

four + 20 =