ଆଜି ୧୧ଟା ୩୦ରେ ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସମୀକ୍ଷା

ଭୁବନେଶ୍ୱର: କୋଭିଡ ମୁକାବିଲା ନେଇ ଆଜି ସାଢ଼େ ୧୧ଟାରେ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ସମୀକ୍ଷା ବୈଠକରେ ମୁଖ୍ୟ ଶାସନ ସଚିବ ଉପସ୍ଥିତ ରହିବେ । ସ୍ୱାସ୍ଥ୍ୟ ବିଭାଗ ଏସିଏସ ମଧ୍ୟ ଉପସ୍ଥିତ ରହିବେ । ତେବେ ମୁଖ୍ୟମନ୍ତ୍ରୀ କଣ କହିବେ ତାଉପରେ ରହିଛି ମସ୍ତଙ୍କ ନଜର ।

Share

Leave a Reply

Your email address will not be published. Required fields are marked *

4 × one =