ମୃତ ସାମ୍ବାଦିକ କରୁଣାକରଙ୍କ ପରିବାରକୁ ୧୫ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଗଞ୍ଜାମ ଜିଲ୍ଲାରେ ଜଣାଶୁଣା ସାମ୍ବାଦିକ କରୁଣାକର ସାହୁଙ୍କ ପରଲୋକ ପରେ ତାଙ୍କ ପରିବାରକୁ ୧୫ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅନୁପମ ଭାରତରେ କାର୍ଯ୍ୟରତ ଥିବା କରୁଣାକରଙ୍କ କରୋନାରେ ମୃତ୍ୟୁ ହୋଇଥିଲା । ତାଙ୍କ ଶୋକସନ୍ତପ ପରିବାର ଲାଗି ୧୫ ଲକ୍ଷ ଟଙ୍କା ସହାୟତା ଘୋଷଣା କରାଯାଇଛି ।

Share

Leave a Reply

Your email address will not be published. Required fields are marked *

fifteen − ten =