ଭୁବନେଶ୍ୱର ଏମ୍ସ ପରିସରରେ ଅଗ୍ନଶମ ସେବାକେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

ଭୁବନେଶ୍ୱର: ଭୁବନେଶ୍ୱର ଏମ୍ ସ୍ ପରିସରରେ ଏଟ ଅଗ୍ନିଶମ ସେବା କେନ୍ଦ୍ର ଖୋଲାଯିବା ପ୍ରସ୍ତାବ କୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମଞୁର କରିଛନ୍ତି । ଏହି କେନ୍ଦ୍ର ରେ ଜଣେ station officerଙ୍କ ସମେତ ଦଶ ଜଣ କର୍ମଚାରୀ ରହିବେ । ଏଥିପାଇଁ ରାଜ୍ୟ ସରକାର ଦଶଟି ନୂତନ ପଦବୀ ସୃଷ୍ଟି କରିଛନ୍ତି ।

AIIMS ପରି ଏକ ସର୍ଵଭାରତୀୟ ଚିକିତ୍ସା ପ୍ରତିଷ୍ଠାନ ର ଅଗ୍ନି ନିରାପତ୍ତା କୁ ସୁଦୃଢ କରିବାରେ ଏହା ବିଶେଷ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି । ସୂଚନାଯୋଗ୍ୟ ଯେSCB medical college cuttack .MKCG medical college Berhampurଏବଂ VIMSAR Burla ରେ ଗୋଟିଏ ଗୋଟିଏ ଅଗ୍ନିଶମ ସେବା କେନ୍ଦ୍ର ରହିଛି ।

Share

Leave a Reply

Your email address will not be published. Required fields are marked *

nineteen − 5 =