ବିପୁଳ ସମର୍ଥନ ପାଇଁ ସମସ୍ତଙ୍କୁ ଧନ୍ୟବାଦ ଜଣାଇଲେ ବିଜେଡି ସୁପ୍ରିମୋ

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ବୃହତ ବିଜୟ ହାସଲ କରିଛି ଶାସକ ବିଜେଡି । ନିର୍ବାଚନରେ ଜିତିଥିବା ସବୁ ଦଳୀୟ ପ୍ରାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପାର୍ଟି ସୁପ୍ରିମୋ ନବୀନ ପଟ୍ଟନାୟକ । ଅତୁଟ ବିଶ୍ୱାସ ରଖି ବିଜୁ ଜନତା ଦଳକୁ ବିପୁଳ ସମର୍ଥନ ଦେଇଥିବାରୁ ସମସ୍ତଙ୍କୁ ଧନ୍ୟବାଦ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Share

Leave a Reply

Your email address will not be published. Required fields are marked *

8 + 12 =