ଆନ୍ଧ୍ରରେ ଓଡ଼ିଆ ଶ୍ରମିକ ମୃତ୍ୟୁ ଘଟଣା, ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ୱର: ଆନ୍ଧ୍ରପ୍ରଦେଶରେ ମାଛ ଫାର୍ମରେ କାମ କରୁଥିବା ବେଳେ ବିଦ୍ୟୁତ ଆଘାତରେ ଆସି ୬ଜଣ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ଗୁଣୁପୁର ଅଞ୍ଚଳ ୬ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ଏହି ଖବର ଶୁଣବିା ପରେ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏହାସହ ଶୋକସନ୍ତପ ପରିବାରକୁ ଅନୁକମ୍ପା ରାଶି ପ୍ରଦାନ କରିବା ଲାଗି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରିଛନ୍ତି ।

Share

Leave a Reply

Your email address will not be published. Required fields are marked *

1 + seven =