ଆଜି ଭିନ୍ନକ୍ଷମ ସଶକ୍ତିକରଣ ପ୍ରତିଷ୍ଠାନର ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଜନ୍ମରୁ ମୂକ ଓ ବଧିର ଶିଶୁ କଥା ହେବେ ଆଉ ଶୁଣିବେ । ଏହାବାଦ୍‌ ଅନ୍ୟାନ୍ୟ ତାଲିମ ମଧ୍ୟ ଦିଆଯିବ । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ରାଜ୍ୟ ଭିନ୍ନକ୍ଷମ ସଶକ୍ତିକରଣ ପ୍ରତିଷ୍ଠାନର ଶୁଭାରମ୍ଭ ହେବ । ପୋଖରୀପୁଟରେ ଥିବା ଅନୁଷ୍ଠାନକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଓ ପ୍ରମୁଖ ଶାସନ ସଚିବ ଭାସ୍କରଜ୍ୟୋତି ଶର୍ମା ଉପସ୍ଥିତ ରହିବେ ।

Share

Leave a Reply

Your email address will not be published. Required fields are marked *

4 × 2 =