ଜୁନିୟର ବିଶ୍ୱକପ ହକିର ଲୋଗୋ ଓ ଟ୍ରଫି ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପୁଣି ଜାତୀୟ ସ୍ତରରେ ପ୍ରଂଶସିତ ହେବ ଓଡ଼ିଶା । କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ହେବ ଜୁନିୟର ପୁରୁଷ ହକି ବିଶ୍ୱକପ । ଟୁର୍ଣ୍ଣାମେଣ୍ଟ ଆୟୋଜନ ନେଇ ଆଜି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗୁରୁବାର ସନ୍ଧ୍ୟାରେ ଅନୁଷ୍ଠିତ ଏକ ବୈର୍ଣ୍ଣାଢ଼୍ୟ ପରିବେଶରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜୁନିୟର ବିଶ୍ୱକପର ଲୋଗୋ ଏବଂ ଟ୍ରଫି ଉନ୍ମୋଚନ କରିଛନ୍ତି ମୁଖ୍ୟମନ୍ତ୍ରୀ । ନଭେମ୍ବର ୨୫ରୁ ଆରମ୍ଭ ହେବ ଏହି ଟୁର୍ଣ୍ଣାମେଣ୍ଟ । ଡିସେମ୍ବର ୫ରେ ଖେଳାଯିବ ଫାଇନାଲ ମ୍ୟାଚ । ଟୁର୍ଣ୍ଣାମେଣ୍ଟ ଲାଗି ଓଡ଼ିଶା ସରକାରଙ୍କ ପକ୍ଷରୁ ବ୍ୟାପକ ସୁବିଧା କରାଯାଇଛି ।

Share

Leave a Reply

Your email address will not be published. Required fields are marked *

eight − 7 =