ହରେକୃଷ୍ଣ ମହତାବଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ଓଡିଶାର ପ୍ରଥମ ମୁଖ୍ୟମନ୍ତ୍ରୀ ଉତ୍କଳ କେଶରୀ ଡଃ. ହରେକୃଷ୍ଣ ମହତାବଙ୍କ ଆଜି ଜୟନ୍ତୀ । ଏହି ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଧୁନିକ ଓଡିଶାର ନିର୍ମାଣ ସହ ଓଡିଆ ଭାଷା, ସାହିତ୍ୟର ସୁରକ୍ଷା ଓ ସାମ୍ବାଦିକତା ଜଗତ ପ୍ରତି ତାଙ୍କ ଅବଦାନ ସର୍ବଦା ସ୍ମରଣୀୟ ହେବ ବୋଲି ମୁଖ୍ୟମନ୍ତ୍ରୀ ନିଜ ବାର୍ତ୍ତାରେ କହିଛନ୍ତି ।

Share

Leave a Reply

Your email address will not be published. Required fields are marked *

3 + 12 =