ଇଶ୍ୱର ଚନ୍ଦ୍ରଶେଖରଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ମହାନ ଶିକ୍ଷାବିତ ଓ ସମାଜ ସଂସ୍କାରକ ଇଶ୍ୱର ଚନ୍ଦ୍ର ବିଦ୍ୟାସାଗରଙ୍କ ଆଜି ଜନ୍ମବାର୍ଷିକୀ । ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନାରୀ ସଶକ୍ତିକରଣ, ସାମାଜିକ ସଂସ୍କାର ଓ ସଂସ୍କୃତର ପ୍ରସାର ଦିଗରେ ବିଦ୍ୟାସଗରଙ୍କ ଅବଦାନ ଚିର ସ୍ମରଣୀୟ ହୋଇ ରହିବ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତ୍ତାରେ କହିଛନ୍ତି ।

Share

Leave a Reply

Your email address will not be published. Required fields are marked *

four × three =